Isaiah 45:7 — Compare Translations

5 translations compared side by side

Odia - 1840
"ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ୟ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ୟ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।