Isaiah 45:8 — Compare Translations
5 translations compared side by side
Odia - 1840
" ହେ ଆକାଶମଣ୍ଡଳ, ତୁମ୍ଭେ ବିଜଯ, ଧର୍ମ ଓ ନ୍ଯାଯ ମେଘ ଆକାର ରେ ବର୍ଷଣ କର। ହେ ପୃଥିବୀ, ତୁମ୍ଭେ ବିଦୀର୍ଣ୍ଣ ହୁଅ; ପରିତ୍ରାଣ, ଧାର୍ମିକତା ଅଙ୍କୁରିତ ହେଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆକାଶମଣ୍ତଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଆକାଶମଣ୍ଡଳ, ତୁମ୍ଭେ ବିଜୟ, ଧର୍ମ ଓ ନ୍ୟାୟ ମେଘ ଆକାରରେ ବର୍ଷଣ କର। ହେ ପୃଥିବୀ, ତୁମ୍ଭେ ବିଦୀର୍ଣ୍ଣ ହୁଅ; ପରିତ୍ରାଣ, ଧାର୍ମିକତା ଅଙ୍କୁରିତ ହେଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରୁଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ।