Isaiah 45:9 — Compare Translations
5 translations compared side by side
Odia - 1840
" ଯେ ନିଜର ସୃଷ୍ଟିକର୍ତ୍ତାଙ୍କ ବିରୋଧ ରେ ୟାଏ ସେ ସନ୍ତାପର ପାତ୍ର। ଗୋଟିଏ ଭଗ୍ନ ପାତ୍ରର ତୁମ୍ଭେ ଏକ ଖପରା ସଦୃଶ। ମୃତ୍ତିକା କ'ଣ ତା'ର ନିର୍ମାଣକର୍ତ୍ତା ସହ ୟୁକ୍ତି କରିବ, ମାେତେ କାହିଁକି ନିର୍ମାଣ କରୁଛ?' ସହେିପରି ତୁମ୍ଭର କର୍ମ କ'ଣ କହିବ ତୁମ୍ଭର ହାତ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର! ପୃଥିବୀର ଖପରା ମଧ୍ୟରେ ଖଣ୍ତେ ଖପରା ମାତ୍ରଣ! ମୃତ୍ତିକା କʼଣ ତାʼର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ? ଅବା ତୁମ୍ଭର କର୍ମ କʼଣ କହିବ, ତାହାର ହସ୍ତ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କ ସୃଷ୍ଟିକୁ ନିୟନ୍ତ୍ରଣ କରନ୍ତି “ଯେ ନିଜର ସୃଷ୍ଟିକର୍ତ୍ତାଙ୍କ ବିରୋଧରେ ଯାଏ ସେ ସନ୍ତାପର ପାତ୍ର। ଗୋଟିଏ ଭଗ୍ନ ପାତ୍ରର ତୁମ୍ଭେ ଏକ ଖପରା ସଦୃଶ। ମୃତ୍ତିକା କ’ଣ ତା’ର ନିର୍ମାଣକର୍ତ୍ତା ସହ ଯୁକ୍ତି କରିବ, ‘ମୋତେ କାହିଁକି ନିର୍ମାଣ କରୁଛ?’ ସେହିପରି ତୁମ୍ଭର କର୍ମ କ’ଣ କହିବ ତୁମ୍ଭର ହାତ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର! ମୃତ୍ତିକା କʼଣ ତାʼର ଗଢ଼ିବା ଲୋକକୁ କହିବ, ‘ତୁମ୍ଭେ କଅଣ ନିର୍ମାଣ କରୁଅଛ?’ ଅବା ତୁମ୍ଭର କର୍ମ କʼଣ କହିବ, ‘ତାହାର ହସ୍ତ ନାହିଁ?’
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର! ମୃତ୍ତିକା କ’ଣ ତା’ର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ? ଅବା ତୁମ୍ଭର କର୍ମ କ’ଣ କହିବ, ତାହାର ହସ୍ତ ନାହିଁ?