Isaiah 46:1 — Compare Translations

5 translations compared side by side

Odia - 1840
"ବେଲ୍ ଓ ନବୋ ଆମ୍ଭ ସମ୍ମୁଖ ରେ ଅବନତ ହବେେ। ସମାନଙ୍କେର ପ୍ରତିମାଗୁଡ଼ିକ ଜନ୍ତୁ ଓ ପଶୁମାନଙ୍କ ଉପ ରେ ଥୁଆ ହାଇେଛନ୍ତି। ସଗେୁଡ଼ିକ ବୋଝପରି ତୁମ୍ଭମାନେେ ବହି ଚାଲିଲ, ତାହା କ୍ଲାନ୍ତ ପଶୁମାନଙ୍କ ପାଇଁ କବଳେ ଭାର ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳା; ପଶୁ ପ୍ରତି ଭାର ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ନିରର୍ଥକ ମିଥ୍ୟା ଦେବତା “ବେଲ୍ ଓ ନବୋ ଆମ୍ଭ ସମ୍ମୁଖରେ ଅବନତ ହେବେ। “ସେମାନଙ୍କର ପ୍ରତିମାଗୁଡ଼ିକ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ହୋଇଛନ୍ତି। ସେଗୁଡ଼ିକ ବୋଝପରି ତୁମ୍ଭେମାନେ ବହି ଗ୍ଭଲିଲ, ତାହା କ୍ଳାନ୍ତ ପଶୁମାନଙ୍କ ପାଇଁ କେବଳ ଭାର ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।