Isaiah 46:10 — Compare Translations
5 translations compared side by side
Odia - 1840
"ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନୋରଥ ସିଦ୍ଧ କରିବା;
Odia Bible ERV 2004 (ପବିତ୍ର ବାଇବଲ)
“ଶେଷରେ କ’ଣ ଘଟିବ ଆମ୍ଭେ ଆଦ୍ୟରୁ କହିଥାଉ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ୟ ସାଧିତ ହେବ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”