Isaiah 46:11 — Compare Translations
5 translations compared side by side
Odia - 1840
"ଆମ୍ଭେ ପୂର୍ବଦିଗସ୍ଥ ଦୂରଦେଶରୁ ଏକ ମନୁଷ୍ଯକୁ ଆହ୍ବାନ କରୁ। ସହେି ମନୁଷ୍ଯଟି ଉତ୍କ୍ରୋଶ ପକ୍ଷୀ ସଦୃଶ। ଆମ୍ଭେ ଯାହା ମନ୍ତ୍ରଣା କରୁ ସେ ତାହାହିଁ କରିବ। ଆମ୍ଭେ କଳ୍ପନା କରିଅଛୁ ଓ ଆମ୍ଭେ ତାହା ସଫଳ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକି, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ଵାନ କରୁ; ଆମ୍ଭେ କହିଅଛୁ ⇧, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପୂର୍ବଦିଗସ୍ଥ ଦୂରଦେଶରୁ ଏକ ମନୁଷ୍ୟକୁ ଆହ୍ୱାନ କରୁ। ସେହି ମନୁଷ୍ୟଟି ଉତ୍କ୍ରୋଶପକ୍ଷୀ ସଦୃଶ। ଆମ୍ଭେ ଯାହା ମନ୍ତ୍ରଣା କରୁ ସେ ତାହା ହିଁ କରିବ। ଆମ୍ଭେ କଳ୍ପନା କରିଅଛୁ ଓ ଆମ୍ଭେ ତାହା ସଫଳ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।