Isaiah 46:13 — Compare Translations

5 translations compared side by side

Odia - 1840
"ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ; ଆମ୍ଭର ଗୌରବ ସ୍ବରୂପ ଇଶ୍ରାୟେଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ନୋହିବ ଓ ଆମ୍ଭ ପରିତ୍ରାଣର ବିଳମ୍ଵ ନୋହିବ; ଆମ୍ଭର ଗୌରବ ସ୍ଵରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।