Isaiah 46:2 — Compare Translations

5 translations compared side by side

Odia - 1840
"ସମାନେେ ଅବନତ ହୁଅନ୍ତି, ସମାନେେ ଏକତ୍ର ନତ ହୁଅନ୍ତି। ସମାନେେ ଭାର ରକ୍ଷା କରି ପାରିଲେ ନାହିଁ, ନିଜେ ନିଜେ ବନ୍ଦୀ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରିପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଅବନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି। ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ନିଜେ ନିଜେ ବନ୍ଦୀ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି।