Isaiah 46:3 — Compare Translations
5 translations compared side by side
Odia - 1840
" ହେ ଯାକୁବର ପରିବାର, ହେ ଇଶ୍ରାୟେଲର ଅବଶିଷ୍ଟାଂଶ ଆମ୍ଭ କଥା ଶୁଣ! ଆମ୍ଭେ ତୁମ୍ଭମାନଙ୍କୁ ବହନ କରି ଆସୁଅଛୁ। ତୁମ୍ଭମାନେେ ଗର୍ଭସ୍ଥ ହବୋ ଦିନଠାରୁ ଆମ୍ଭଦ୍ବାରା ବାହିତ ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ଵାରା ଉଠା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯାକୁବର ପରିବାର, ହେ ଇସ୍ରାଏଲର ଅବଶିଷ୍ଟାଂଶ ଆମ୍ଭ କଥା ଶୁଣ! ଆମ୍ଭେ ତୁମ୍ଭମାନଙ୍କୁ ବହନ କରି ଆସୁଅଛୁ। ତୁମ୍ଭେମାନେ ଗର୍ଭସ୍ଥ ହେବା ଦିନଠାରୁ ଆମ୍ଭଦ୍ୱାରା ବାହିତ ହୋଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
Odia IRV 2017 (ଓଡିଆ ବାଇବେଲ)
ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;