Isaiah 46:4 — Compare Translations

5 translations compared side by side

Odia - 1840
"ତୁମ୍ଭର ଜନ୍ମ ସମୟରେ ଆମ୍ଭେ ବହନ କରିଥିଲୁ। ପୁଣି ବାର୍ଦ୍ଧକ୍ଯ ପର୍ୟ୍ଯନ୍ତ ତୁମ୍ଭକୁ ବହନ କରିବୁ। ପକ୍ବକେଶ ହବୋ ପର୍ୟ୍ଯନ୍ତ ଆମ୍ଭେ ବହନ କରିବୁ। କାରଣ ଆମ୍ଭେ ତୁମ୍ଭକୁ ସୃଷ୍ଟି କରିଛୁ। ତେଣୁ ଆମ୍ଭେ ବହନ କରିବା ଓ ତୁମ୍ଭକୁ ଉଦ୍ଧାର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ଵକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଜନ୍ମ ସମୟରେ ଆମ୍ଭେ ବହନ କରିଥିଲୁ। ପୁଣି ବାର୍ଦ୍ଧକ୍ୟ ପର୍ଯ୍ୟନ୍ତ ତୁମ୍ଭକୁ ବହନ କରିବୁ। ପକ୍ୱକେଶ ହେବା ପର୍ଯ୍ୟନ୍ତ ଆମ୍ଭେ ବହନ କରିବୁ। କାରଣ ଆମ୍ଭେ ତୁମ୍ଭକୁ ସୃଷ୍ଟି କରିଅଛୁ। ତେଣୁ ଆମ୍ଭେ ବହନ କରିବା ଓ ତୁମ୍ଭକୁ ଉଦ୍ଧାର କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱ କେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।