Isaiah 46:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆମ୍ଭକୁ କାହା ସହିତ ତୁଳନା କରି ପାରିବ କି? ନା, କାରଣ କୌଣସି ଲୋକ ଆମ୍ଭ ସହିତ ସମାନ ନୁହେଁ। ତୁମ୍ଭେ ଆମ୍ଭ ବିଷଯ ରେ ସମ୍ପୂର୍ଣ୍ଣ ଅଜ୍ଞ। ଆମ୍ଭ ସଦୃଶ କହେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଆମ୍ଭକୁ କାହା ସହିତ ତୁଳନା କରି ପାରିବ କି? ନା, କାରଣ କୌଣସି ଲୋକ ଆମ୍ଭ ସହିତ ସମାନ ନୁହେଁ। ତୁମ୍ଭେ ଆମ୍ଭ ବିଷୟରେ ସମ୍ପୂର୍ଣ୍ଣ ଅଜ୍ଞ। ଆମ୍ଭ ସଦୃଶ କେହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?