Isaiah 46:6 — Compare Translations

5 translations compared side by side

Odia - 1840
"ସମାନେେ ଥଳିରୁ ସୁନା ଢ଼ାଳନ୍ତି ଓ ନିକ୍ତି ରେ ରୂପା ତୌଲନ୍ତି। ସମାନେେ ସୁନାରିକୁ ଗୋଟିଏ ଦବେତା ଗଢ଼ିବା ପାଇଁ ମୂଲ୍ଯ ଦିଅନ୍ତି ଓ ସେ ଗୋଟିଏ ଦବେତା ନିର୍ମାଣ କରେ। ସମାନେେ ତାକୁ ପ୍ରଣାମ କରି ପୂଜା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରିକି ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ତବତ କରି ପୂଜା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଥଳିରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି। ସେମାନେ ସୁନାରିକୁ ଗୋଟିଏ ଦେବତା ଗଢ଼ିବା ପାଇଁ ମୂଲ୍ୟ ଦିଅନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ। ସେମାନେ ତାକୁ ପ୍ରଣାମ କରି ପୂଜା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।