Isaiah 46:7 — Compare Translations

5 translations compared side by side

Odia - 1840
"ସମାନେେ ତାହାକୁ ସ୍କନ୍ଧ ରେ ବହନ କରି ନିଅନ୍ତି। ତାକୁ ନଇେ ତା'ର ସ୍ଥାନ ରେ ରଖନ୍ତି। ସେ ସ୍ଥାନ ରେ ଛିଡ଼ା ହୁଏ ମାତ୍ର ନିଜେ ନିଜ ସ୍ଥାନରୁ ଘୁଞ୍ଚେ ନାହିଁ। ଡାକିଲେ ସେ ଉତ୍ତର ଦବେ ନାହିଁ କିମ୍ବା କାହାରିକୁ ଉଦ୍ଧାର କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାକୁ ସ୍କନ୍ଧରେ ବହି ନିଅନ୍ତି ଓ ତାହାକୁ ବହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁସେ ଉତ୍ତର ଦେଇପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରିପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାକୁ ସ୍କନ୍ଧରେ ବହନ କରି ନିଅନ୍ତି। ତାକୁ ନେଇ ତା’ର ସ୍ଥାନରେ ରଖନ୍ତି। ସେ ସ୍ଥାନରେ ଛିଡ଼ା ହୁଏ ମାତ୍ର ନିଜେ ନିଜ ସ୍ଥାନରୁ ଘୁଞ୍ଚେ ନାହିଁ। ଡାକିଲେ ସେ ଉତ୍ତର ଦେବ ନାହିଁ କିମ୍ବା କାହାରିକୁ ଉଦ୍ଧାର କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)