Isaiah 46:8 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଏହା ସ୍ମରଣ କର ଓ ଶକ୍ତିଶାଳୀ ହୁଅ। ହେ ତୁମ୍ଭମାନେେ ଯେଉଁମାନେ ଅପରାଧ କର, ଏବିଷଯ ରେ ଚିନ୍ତା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ଵ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଏହା ସ୍ମରଣ କର ଓ ଶକ୍ତିଶାଳୀ ହୁଅ। ହେ ତୁମ୍ଭେମାନେ ଯେଉଁମାନେ ଅପରାଧ କର, ଏବିଷୟରେ ଚିନ୍ତା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର।