Isaiah 46:9 — Compare Translations

5 translations compared side by side

Odia - 1840
"ପୁରାତନ କଥାକୁ ସ୍ମରଣ କର, କାରଣ ଆମ୍ଭେ ପରମେଶ୍ବର ଓ ଅଦ୍ବିତୀୟ, ଆମ୍ଭ ତୁଲ୍ଯ ଅନ୍ୟ କହେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ଵର, ଦ୍ଵିତୀୟ ନାହିଁ; ଆମ୍ଭେ ପରମେଶ୍ଵର, ଆମ୍ଭ ତୁଲ୍ୟ କେହି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ପୁରାତନ କଥାକୁ ସ୍ମରଣ କର, କାରଣ ଆମ୍ଭେ ପରମେଶ୍ୱର ଓ ଅଦ୍ୱିତୀୟ, ଆମ୍ଭ ତୁଲ୍ୟ ଅନ୍ୟ କେହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;