Isaiah 47:1 — Compare Translations
5 translations compared side by side
Odia - 1840
"ଆଗୋ ବାବିଲର ଅନୁଢ଼ା କନ୍ଯ, ତଳକୁ ଓହ୍ଲାଇ ଆସି ଧୂଳି ରେ ବସ; ଆଗୋ କଲଦୀଯର କନ୍ଯ, ସିଂହାସନ ଛାଡ଼ି ଭୂମିରେ ବସ। କାରଣ ତୁମ୍ଭମାନେେ ଆଉ କୋମଳ ଓ କୁଆଁରୀକନ୍ଯା ବୋଲି ଖ୍ଯାତ ହାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା “ଆଗୋ ବାବିଲର ଅନୁଢ଼ା କନ୍ୟା, ତଳକୁ ଓହ୍ଲାଇ ଆସି ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟା, ସିଂହାସନ ଛାଡ଼ି ଭୂମିରେ ବସ। କାରଣ ତୁମ୍ଭେମାନେ ଆଉ କୋମଳ ଓ କୁଆଁରୀକନ୍ୟା ବୋଲି ଖ୍ୟାତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।