Isaiah 47:10 — Compare Translations
5 translations compared side by side
Odia - 1840
"ତୁମ୍ଭେ ତୁମ୍ଭର ଦୁଷ୍ଟତା ଓ ମନ୍ଦକର୍ମ ଉପ ରେ ନିର୍ଭର କରି ନିଜକୁ ନିରାପଦ ମଣୁଛ; ତୁମ୍ଭେ ଭାବୁଛ, କହେି ତୁମ୍ଭକୁ ଦେଖୁ ନାହିଁ; ତୁମ୍ଭର ଜ୍ଞାନ ଓ ବିଦ୍ଯା ତୁମ୍ଭକୁ ବିପଥଗାମୀ କରିଅଛି; ତୁମ୍ଭେ ନିଜକୁ ମହାନ୍ ବୋଲି ଭାବୁଛ, ଆମ୍ଭ ଛଡ଼ା କହେି ନାହିଁ ବୋଲି କହୁଅଛ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ଦୁଷ୍ଟତା ଓ ମନ୍ଦକର୍ମ ଉପରେ ନିର୍ଭର କରି ନିଜକୁ ନିରାପଦ ମଣୁଅଛ; ତୁମ୍ଭେ ଭାବୁଛ, ‘କେହି ତୁମ୍ଭକୁ ଦେଖୁ ନାହିଁ।’ ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ତୁମ୍ଭେ ନିଜକୁ ‘ମହାନ ବୋଲି ଭାବୁଛ, ଆମ୍ଭ ଛଡ଼ା କେହି ନାହିଁ ବୋଲି କହୁଅଛ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,” ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;”
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;