Isaiah 47:11 — Compare Translations
5 translations compared side by side
Odia - 1840
" ତେଣୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ; ତୁମ୍ଭେ ଜାଣିବ ନାହିଁ ଏହା କେତବେେଳେ ଘଟିବ। ତୁମ୍ଭ ଉପ ରେ ବିପଦ ପଡ଼ିବ। ମାତ୍ର ତୁମ୍ଭେ ତାହା ଦୂର କରିପାରିବ ନାହିଁ। ତୁମ୍ଭେ ଏତେ ଶୀଘ୍ର ବିନାଶ ହବେ, ତାହା ତୁମ୍ଭେ ଜାଣିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରିପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ; ତୁମ୍ଭେ ଜାଣିବ ନାହିଁ ଏହା କେତେବେଳେ ଘଟିବ। ତୁମ୍ଭ ଉପରେ ବିପଦ ପଡ଼ିବ ମାତ୍ର ତୁମ୍ଭେ ତାହା ଦୂର କରି ପାରିବ ନାହିଁ। ତୁମ୍ଭେ ଏତେ ଶୀଘ୍ର ବିନାଶ ହେବ, ତାହା ତୁମ୍ଭେ ଜାଣିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ।