Isaiah 47:12 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ତୁମ୍ଭମାନେେ ମାଯାବୀ ୟାଦୁବିଦ୍ଯା ଉପ ରେ ନିର୍ଭର କର, ଯାହା ତୁମ୍ଭମାନେେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭମାନେେ ସଗେୁଡ଼ିକୁ ବ୍ଯବହାର ରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭମାନେେ ଜିତିପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବାଲ୍ୟରୁ ଆପଣାର ଯେଉଁ ମାୟାବୀତ୍ଵ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ଵନ କର । କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭେମାନେ ମାୟାବୀ ଯାଦୁବିଦ୍ୟା ଉପରେ ନିର୍ଭର କର, ଯାହା ତୁମ୍ଭେମାନେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭେମାନେ ସେଗୁଡ଼ିକୁ ବ୍ୟବହାରରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭେମାନେ ଜିତିପାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।