Isaiah 47:13 — Compare Translations

5 translations compared side by side

Odia - 1840
"ତୁମ୍ଭରତ ବହୁ ଉପଦେଷ୍ଟା ଅଛନ୍ତି। ତୁମ୍ଭେ ଆପଣାର ଅପାର ମନ୍ତ୍ରଣା ରେ କ୍ଲାନ୍ତ ହାଇେଅଛ। ଏବେ ସହେି ଜ୍ଯୋତିଷମାନ, ନକ୍ଷତ୍ରଦର୍ଶିମାନେ, ମାସିକ ଶୁଭାଶୁଭ ଗଣନାକାରୀମାନେ ଛିଡ଼ା ହୁଅନ୍ତୁ ଓ ତୁମ୍ଭ ପ୍ରତି ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳା; ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ର-ଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଛିଡ଼ା ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ତ ବହୁ ଉପଦେଷ୍ଟା ଅଛନ୍ତି। ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ। ଏବେ ସେହି ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶିମାନେ, ମାସିକ ଶୁଭାଶୁଭ ଗଣନାକାରୀମାନେ ଛିଡ଼ା ହୁଅନ୍ତୁ ଓ ତୁମ୍ଭ ପ୍ରତି ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।