Isaiah 47:14 — Compare Translations

5 translations compared side by side

Odia - 1840
" ସମାନେେ ତ ନିଜକୁ ରକ୍ଷା କରିପାରିବେ ନାହିଁ, ସମାନେେ କୁଟାପରି ଅଗ୍ନି ରେ ଦଗ୍ଧିଭୂତ ହବେେ। ସମାନେେ ଅଗ୍ନିଶିଖାର ବଳରୁ ନିଜକୁ ଉଦ୍ଧାର କରିପାରିବେ ନାହିଁ। ତାହା ଏପରି ଦଗ୍ଧିଭୂତ ହବେ ଯେ କୌଣସି ଅଙ୍ଗାର ରହିବ ନାହିଁ, ଫଳ ରେ ଉଷ୍ଣ ହବୋକୁ ତାହା ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ । ତାହା ଉଷ୍ଣ ହେବା ନିମନ୍ତେ ଜ୍ଵଳ; ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ଵରୂପ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ ତ ନିଜକୁ ରକ୍ଷା କରି ପାରିବେ ନାହିଁ, ସେମାନେ କୁଟାପରି ଅଗ୍ନିରେ ଦ‌ଗ୍‌ଧିଭୂତ ହେବେ। ସେମାନେ ଅଗ୍ନିଶିଖାର ବଳରୁ ନିଜକୁ ଉଦ୍ଧାର କରି ପାରିବେ ନାହିଁ। ତାହା ଏପରି ଦ‌ଗ୍‌ଧିଭୂତ ହେବ ଯେକୌଣସି ଅଙ୍ଗାର ରହିବ ନାହିଁ, ଫଳରେ ଉଷ୍ଣ ହେବାକୁ ତାହା ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)