Isaiah 47:15 — Compare Translations
5 translations compared side by side
Odia - 1840
"ଯେଉଁ ବିଷଯ ପ୍ରତି ତୁମ୍ଭେ ପରିଶ୍ରମ କରିଅଛ, ସେ ସବୁ ତୁମ୍ଭପ୍ରତି ଏହିପରି ଘଟିବ। ଯେଉଁମାନେ ୟୌବନରୁ ତୁମ୍ଭ ସହିତ ବାଣିଜ୍ଯ କରିଅଛନ୍ତି, ସମାନେେ ପ୍ରେତ୍ୟକକ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କହେି ରହିବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେସବୁ ତୁମ୍ଭ ପ୍ରତି ଏରୂପ ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବିଷୟ ପ୍ରତି ତୁମ୍ଭେ ପରିଶ୍ରମ କରିଅଛ, ସେ ସବୁ ତୁମ୍ଭ ପ୍ରତି ଏହିପରି ଘଟିବ। ଯେଉଁମାନେ ଯୌବନରୁ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନେ ପ୍ରତ୍ୟେକ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେହି ସବୁ ତୁମ୍ଭ ପ୍ରତି ଏହିପରି ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)