Isaiah 47:2 — Compare Translations

5 translations compared side by side

Odia - 1840
"ପଷେଣା ପଥର ରେ ଶସ୍ଯ ପଷେ, ତୁମ୍ଭର ଓଢ଼ଣି କାଢ଼, ତୁମ୍ଭର ଜାମା କାଢ଼ି ପକାଅ, ପାଦ ଅନାବୃତ କର। ନଦୀ ଓ େଛାଟ ନଦୀ ରେ ଚାଲିକରି ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ଜାମା କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ପେଷଣା ପଥରରେ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ତୁମ୍ଭର ଜାମା କାଢ଼ି ପକାଅ, ପାଦ ଅନାବୃତ କର। ନଦୀ ଓ ଛୋଟ ନଦୀରେ ଗ୍ଭଲିକରି ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦ-ନଦୀରେ ଚାଲି କରି ଯାଅ।
Odia IRV 2017 (ଓଡିଆ ବାଇବେଲ)
ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ।