Isaiah 47:3 — Compare Translations

5 translations compared side by side

Odia - 1840
"ତୁମ୍ଭର ଉଲଙ୍ଗତା ପ୍ରକାଶିତ ହବେ ଓ ତୁମ୍ଭର ଲଜ୍ଜାର ବିଷଯ ଦୃଶ୍ଯ ହବେ; ଆମ୍ଭେ ପ୍ରତିଶୋଧ ନଲୋ ବେଳେ କହେି ତୁମ୍ଭର ସୁରକ୍ଷା ନିମନ୍ତେ ଆସିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବନ୍ତ ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ ଓ ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପ୍ରତିଶୋଧ ନେଲା ବେଳେ କେହି ତୁମ୍ଭର ସୁରକ୍ଷା ନିମନ୍ତେ ଆସିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।