Isaiah 47:4 — Compare Translations
5 translations compared side by side
Odia - 1840
" ମାରେ ସନ୍ତାନଗଣ କୁହନ୍ତି, ଆମ୍ଭମାନଙ୍କର ମୁକ୍ତିଦାତା ଇଶ୍ରାୟେଲର ଧର୍ମସ୍ବରୂପ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ଵରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋର ସନ୍ତାନଗଣ କୁହନ୍ତି, ‘ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।