Isaiah 47:5 — Compare Translations
5 translations compared side by side
Odia - 1840
"ଆଗୋ କଲଦୀଯ କନ୍ଯାଗଣ, ତୁମ୍ଭମାନେେ ଅନ୍ଧାରକୁ ୟାଇ ନୀରବ ରେ ବସ। କାରଣ ତୁମ୍ଭମାନେେ 'ରାଜ୍ଯର ଆଉ ରାଣୀ' ବୋଲି କଥିତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ଵକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଗୋ କଲ୍ଦୀୟ କନ୍ୟାଗଣ, ତୁମ୍ଭେମାନେ ଅନ୍ଧାରକୁ ଯାଇ ନୀରବରେ ବସ। କାରଣ ତୁମ୍ଭେମାନେ ‘ରାଜ୍ୟର ଆଉ ରାଣୀ’ ବୋଲି କଥିତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।