Isaiah 47:6 — Compare Translations

5 translations compared side by side

Odia - 1840
"ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ ⇧।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ନିଜ ଲୋକମାନଙ୍କ ଉପରେ କ୍ରୋଧିତ ହେଲୁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପର କଲୁ। ତୁମ୍ଭେ ସେମାନଙ୍କ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପରେ ଯୁଆଳି ବଡ଼ ଭାରି କରି ଥୋଇଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
Odia IRV 2017 (ଓଡିଆ ବାଇବେଲ)