Isaiah 47:7 — Compare Translations
5 translations compared side by side
Odia - 1840
"ତୁମ୍ଭେ କହିଲ, ଆମ୍ଭେ ଚିରଦିନ ବଞ୍ଚିଲୁ ଓ ସଦାକାଳ ସାଆନ୍ତାଣୀ ହାଇେ ରହିବୁ।' ଏଣୁ ତୁମ୍ଭେ ଏସବୁ ବିଷଯ ରେ ମନୋୟୋଗ କର ନାହିଁ କିମ୍ବା ତା'ର ଶଷଫେଳ କ'ଣ ହବେ ସ୍ମରଣ କଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ କହିଲ, ଆମ୍ଭେ ସଦାକାଳ କର୍ତ୍ତୃତ୍ଵକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କହିଲ, ‘ଆମ୍ଭେ ଚିରଦିନ ବଞ୍ଚିଲୁ ଓ ସଦାକାଳ ସାଆନ୍ତାଣୀ ହୋଇ ରହିବୁ।’ ଏଣୁ ତୁମ୍ଭେ ଏସବୁ ବିଷୟରେ ମନୋଯୋଗ କଲ ନାହିଁ କିମ୍ବା ତା’ର ଶେଷଫଳ କ’ଣ ହେବ ସ୍ମରଣ କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;” ଏହେତୁ ତୁମ୍ଭେ ଏହିସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏହି ସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।”