Isaiah 47:8 — Compare Translations
5 translations compared side by side
Odia - 1840
"ହେ ସୁଖଭୋଗିନୀ! ଏବେ ଏହା ଶୁଣ, ତୁମ୍ଭମାନେେ ନିରାପଦ ରେ ବାସକରି ନିଜେ ନିଜେ କହୁଅଛ, 'ଆମ୍ଭେ ମହାନ୍, ଆମ୍ଭ ଛଡ଼ା ଆଉ କହେି ନାହିଁ। ଆମ୍ଭେ ବିଧବାପରି ବସିବା ନାହିଁ କିମ୍ବା ଆମ୍ଭେ ସନ୍ତାନ ବିଚ୍ଛଦେ ଜାଣିବା ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ହେ ସୁଖଭୋଗିନୀ! ଏବେ ଏହା ଶୁଣ, ତୁମ୍ଭେମାନେ ନିରାପଦରେ ବାସ କରି ନିଜେ ନିଜେ କହୁଅଛ, ‘ଆମ୍ଭେ ମହାନ, ଆମ୍ଭ ଛଡ଼ା ଆଉ କେହି ନାହିଁ। ଆମ୍ଭେ ବିଧବାପରି ବସିବା ନାହିଁ କିମ୍ବା ଆମ୍ଭେ ସନ୍ତାନ ବିଚ୍ଛେଦ ଜାଣିବା ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”