Isaiah 47:9 — Compare Translations
5 translations compared side by side
Odia - 1840
"ଏ ଉଭୟ ଘଟଣା ସହସା ଏକ ମୁହୂର୍ତ୍ତ ରେ ଘଟିବ। ପ୍ରଥମେ ସନ୍ତାନ ବିରହ ଓ ପ ରେ ବୈଧବ୍ଯ ତୁମ୍ଭପ୍ରତି ଘଟିବ। ତୁମ୍ଭର ଅପାର ଶକ୍ତିଶାଳୀ କୌଶଳ ଓ ମାଯାବୀତ୍ବ କିଛି ସାହାୟ୍ଯ କରିବ ନାହିଁ। ଏ ଦୁଇଟି ସମ୍ପୂର୍ଣ୍ଣ ପରିମାଣ ରେ ତୁମ୍ଭ ପ୍ରତି ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ଵ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏ ଉଭୟ ଘଟଣା ସହସା ଏକ ମୁହୂର୍ତ୍ତରେ ଘଟିବ। ପ୍ରଥମେ ସନ୍ତାନ ବିରହ ଓ ପରେ ବୈଧବ୍ୟ ତୁମ୍ଭ ପ୍ରତି ଘଟିବ। ତୁମ୍ଭର ଅପାର ଶକ୍ତିଶାଳୀ କୌଶଳ ଓ ମାୟାବୀତ୍ୱ କିଛି ସାହାଯ୍ୟ କରିବ ନାହିଁ। ଏ ଦୁଇଟି ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।