Isaiah 48:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି, ହେ ଯାକୁବର ପରିବାର, ଯିହୁଦାର କଟିରୁ ଜନ୍ମ, ଇଶ୍ରାୟେଲ ପରି ଖ୍ଯାତ, ଦୟାକରି ମାେ କଥା ଶୁଣ। ତୁମ୍ଭମାନେେ ସଦାପ୍ରଭୁଙ୍କ ନାମ ରେ ଶପଥ କରୁଅଛ ଓ ଇଶ୍ରାୟେଲ ପରମେଶ୍ବରଙ୍କ ପ୍ରଶଂସା ଗାନ କରୁଅଛ। କିନ୍ତୁ ତୁମ୍ଭମାନେେ ଏହି କାର୍ୟ୍ଯ ସତ୍ଯ ଓ ଧାର୍ମିକତା ରେ କରୁ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ଵରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଜଗତକୁ ଶାସନ କରନ୍ତି ସଦାପ୍ରଭୁ କୁହନ୍ତି, “ହେ ଯାକୁବର ପରିବାର, ଯିହୁଦାର କଟିରୁ ଜନ୍ମ, ଇସ୍ରାଏଲ ପରି ଖ୍ୟାତ, ଦୟାକରି ମୋ’ କଥା ଶୁଣ। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରୁଅଛ। କିନ୍ତୁ ତୁମ୍ଭେମାନେ ଏହି କାର୍ଯ୍ୟ ସତ୍ୟ ଓ ଧାର୍ମିକତାରେ କରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।