Isaiah 48:11 — Compare Translations

5 translations compared side by side

Odia - 1840
"ଆମ୍ଭେ କବଳେ ନିଜ ପାଇଁ, ନିଜ ସକାେଶ ଏହା କରିବା। କାରଣ ଆମ୍ଭର ନାମକୁ ଅପବିତ୍ର କାହିଁକି କରିବା? ପୁଣି ଆମ୍ଭେ ନିଜର ମହିମା ଅନ୍ୟକୁ ଦବୋ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କେବଳ ନିଜ ପାଇଁ, ନିଜ ସକାଶେ ଏହା କରିବା। କାରଣ ଆମ୍ଭର ନାମକୁ ଅପବିତ୍ର କାହିଁକି କରିବା? ପୁଣି ଆମ୍ଭେ ନିଜର ମହିମା ଅନ୍ୟକୁ ଦେବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।