Isaiah 48:12 — Compare Translations

5 translations compared side by side

Odia - 1840
" ହେ ଯାକୁବ, ଆମ୍ଭ ଆହୂତ ଇଶ୍ରାୟେଲ, ତୁମ୍ଭମାନେେ ଆମ୍ଭ କଥାକୁ ଶ୍ରବଣ କର। ଆମ୍ଭେ ହେଉଛୁ ଆଦ୍ଯ ଓ ଅନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅ; ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯାକୁବ, ଆମ୍ଭ ଆହୂତ ଇସ୍ରାଏଲ, ତୁମ୍ଭେମାନେ ଆମ୍ଭ କଥାକୁ ଶ୍ରବଣ କର। ଆମ୍ଭେ ହେଉଛୁ ଆଦ୍ୟ ଓ ଅନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।
Odia IRV 2017 (ଓଡିଆ ବାଇବେଲ)
ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।