Isaiah 48:13 — Compare Translations
5 translations compared side by side
Odia - 1840
"ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି। ତେଣୁ ଆମ୍ଭେ ସମାନଙ୍କେୁ ଡାକିଲେ ସମାନେେ ଏକତ୍ର ଆମ୍ଭ ସମ୍ମୁଖ ରେ ଛିଡ଼ା ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଗଗନମଣ୍ତଳ ବିସ୍ତାର କରିଅଛିନ୍ତ ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି। ତେଣୁ ଆମ୍ଭେ ସେମାନଙ୍କୁ ଡାକିଲେ ସେମାନେ ଏକତ୍ର ଆମ୍ଭ ସମ୍ମୁଖରେ ଛିଡ଼ା ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।