Isaiah 48:14 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସମସ୍ତେ ଏକତ୍ରୀତ ହାଇେ ଆମ୍ଭ କଥା ଶ୍ରବଣ କର; ସମାନଙ୍କେ ମଧିଅରେ କିଏ ଏହିସବୁ କଥା କରିଅଛନ୍ତି? ସଦାପ୍ରଭୁ ତାହାକୁ ପ୍ ରମେ କରିଅଛନ୍ତି। ସେ ବାବିଲ ଉପ ରେ ତାଙ୍କର ଉଦ୍ଦେଶ୍ଯ ସଫଳ କରିବେ ଓ କଲଦୀଯମାନଙ୍କ ଉପ ରେ ତାଙ୍କର ବାହୁ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନୋରଥ ସିଦ୍ଧ କରିବ ଓ କଲ୍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ସମସ୍ତେ ଏକତ୍ରିତ ହୋଇ ଆମ୍ଭ କଥା ଶ୍ରବଣ କର; ସେମାନଙ୍କ ମଧ୍ୟରେ କିଏ ଏହିସବୁ କଥା କରିଅଛନ୍ତି?” ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି। ସେ ବାବିଲ ଉପରେ ତାଙ୍କର ଉଦ୍ଦେଶ୍ୟ ସଫଳ କରିବେ ଓ କଲ୍ଦୀୟମାନଙ୍କ ଉପରେ ତାଙ୍କର ବାହୁ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।