Isaiah 48:15 — Compare Translations
5 translations compared side by side
Odia - 1840
"ଆମ୍ଭେ ନିଜେ ତାଙ୍କୁ କହିଅଛୁ, ନିଜେ ତାଙ୍କୁ ଆହ୍ବାନ କରିଛୁ, ନିଜେ ତାଙ୍କୁ ଆଣିଅଛୁ; ସେ ନିଜ ପଥରେ କୃତକାର୍ୟ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ଵାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ନିଜେ ତାଙ୍କୁ କହିଅଛୁ, ନିଜେ ତାଙ୍କୁ ଆହ୍ୱାନ କରିଅଛୁ, ନିଜେ ତାଙ୍କୁ ଆଣିଅଛୁ; ସେ ନିଜ ପଥରେ କୃତକାର୍ଯ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।