Isaiah 48:16 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆମ୍ଭ ନିକଟକୁ ଆସି ଏହିକଥା ଶୁଣ। ଆଦ୍ଯରୁ ଆମ୍ଭେ ଗୋପନ ରେ କିଛି କହି ନାହୁଁ। ବହୁ କାଳରୁ ଆମ୍ଭେ ସଠାେ ରେ ଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁନ୍ତ ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହିକଥା ଶୁଣ। ଆଦ୍ୟରୁ ଆମ୍ଭେ ଗୋପନରେ କିଛି କହି ନାହୁଁ। ବହୁ କାଳରୁ ଆମ୍ଭେ ସେଠାରେ ଅଛୁ।” ପୁଣି “ଏବେ ମୋର ପ୍ରଭୁ ସଦାପ୍ରଭୁ ମୋତେ ଓ ତାଙ୍କର ଆତ୍ମାକୁ ପ୍ରେରଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ;” ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।