Isaiah 48:17 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ଇଶ୍ରାୟେଲର ଧର୍ମସ୍ବରୂପ ଏହି କଥା କୁହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ଵରୂପ, ଏହି କଥା କହନ୍ତି; ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ଵର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କୁହନ୍ତି, “ଆମ୍ଭେ ସଦାପ୍ରଭୁ, ତୁମ୍ଭର ପରମେଶ୍ୱର, ତୁମ୍ଭର ମଙ୍ଗଳ ପାଇଁ ତୁମ୍ଭକୁ ଶିକ୍ଷା ଦେଉ ଓ ତୁମ୍ଭକୁ ଉଚିତ୍ ମାର୍ଗରେ ଗମନ କରିବାକୁ ନିର୍ଦ୍ଦେଶ ଦେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।