Isaiah 48:18 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯଦି ଆମ୍ଭର ଆଜ୍ଞା ପାଳନ କରିଥାନ୍ତ, ତବେେ ତୁମ୍ଭର ଶାନ୍ତି ନଦୀତୁଲ୍ଯ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ଯ ତୁମ୍ଭ ନିକଟକୁ ଆସିଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ, ତୁମ୍ଭେ ଯେବେ ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତଣ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ଆମ୍ଭର ଆଜ୍ଞା ପାଳନ କରିଥା’ନ୍ତ, ତେବେ ତୁମ୍ଭର ଶାନ୍ତି ନଦୀତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ତୁମ୍ଭ ନିକଟକୁ ଆସିଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;
Odia IRV 2017 (ଓଡିଆ ବାଇବେଲ)
ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥା’ନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥା’ନ୍ତା;