Isaiah 48:19 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭେ ଯଦି ଆମ୍ଭର ଆଜ୍ଞାକୁ ଅବଧାନ କରିଥାନ୍ତ ତବେେ ତୁମ୍ଭର ବଂଶ ବାଲୁକା ତୁଲ୍ଯ ଓ ତୁମ୍ଭର ସନ୍ତାନଗଣ ବାଲୁକା କଣା ତୁଲ୍ଯ ହାଇେଥାନ୍ତେ। ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିମ୍ବା ବିନଷ୍ଟ ହାଇେ ନ ଥାନ୍ତା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ଯଦି ଆମ୍ଭର ଆଜ୍ଞାକୁ ଅବଧାନ କରିଥା’ନ୍ତ ତେବେ ତୁମ୍ଭର ବଂଶ ବାଲୁକା ତୁଲ୍ୟ ଓ ତୁମ୍ଭର ସନ୍ତାନଗଣ ବାଲୁକା କଣା ତୁଲ୍ୟ ହୋଇଥା’ନ୍ତେ। ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିମ୍ବା ବିନଷ୍ଟ ହୋଇ ନ ଥା’ନ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥା’ନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥା’ନ୍ତା।