Isaiah 48:2 — Compare Translations

5 translations compared side by side

Odia - 1840
"କାରଣ ସମାନେେ ନିଜକୁ ପବିତ୍ର ନଗରର ଲୋକ ବୋଲି ଖ୍ଯାତ କରନ୍ତି ଓ ଇଶ୍ରାୟେଲର ପରମେଶ୍ବରଙ୍କ ଉପ ରେ ନିର୍ଭର କରନ୍ତି; ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ଵରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ ।
Odia Bible ERV 2004 (ପବିତ୍ର ବାଇବଲ)
“କାରଣ ସେମାନେ ନିଜକୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର କରନ୍ତି; ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।