Isaiah 48:20 — Compare Translations

5 translations compared side by side

Odia - 1840
"ହେ ମାରେ ସନ୍ତାନଗଣ, ତୁମ୍ଭମାନେେ ବାବିଲରୁ ବାହାରି ୟାଅ, କଲଦୀଯମାନଙ୍କ ମଧ୍ଯରୁ ପଳାଯନ କର; ତୁମ୍ଭମାନେେ ଆନନ୍ଦ ଧ୍ବନି କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ଏହା ବିଖ୍ଯାତ କର; ତୁମ୍ଭମାନେେ କୁହ, ସଦାପ୍ରଭୁ ନିଜର ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲଦୀୟ-ମାନଙ୍କ ମଧ୍ୟରୁ ପଳାଅନ୍ତ ତୁମ୍ଭେମାନେ ଗାୟନ ଧ୍ଵନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ସନ୍ତାନଗଣ, ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କ‌‌ଲ୍‌‌ଦୀୟମାନଙ୍କ ମଧ୍ୟରୁ ପଳାୟନ କର; ତୁମ୍ଭେମାନେ ଆନନ୍ଦ ଧ୍ୱନି କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ବିଖ୍ୟାତ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ନିଜର ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”