Isaiah 48:21 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯଦିଓ ମରୁଭୂମିରୁ ସମାନଙ୍କେୁ ନେଲେ, ସମାନେେ ତୃଷାର୍ତ୍ତ ହେଲେ ନାହିଁ। ସେ ସମାନଙ୍କେ ପାଇଁ ଶୈଳରୁ ଜଳଷୋର୍ତ ବୁହାଇଲେ; ଆଉ ମଧ୍ଯ ସେ ଶୈଳକୁ ବିଦୀର୍ଣ୍ଣ କଲେ ଓ ତହିଁରୁ ଜଳ ନିର୍ଗତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯଦିଓ ମରୁଭୂମିରୁ ସେମାନଙ୍କୁ ନେଲେ, ସେମାନେ ତୃଷାର୍ତ୍ତ ହେଲେ ନାହିଁ। ସେ ସେମାନଙ୍କ ପାଇଁ ଶୈଳରୁ ଜଳସ୍ରୋତ ବୁହାଇଲେ; ଆଉ ମଧ୍ୟ ସେ ଶୈଳକୁ ବିଦୀର୍ଣ୍ଣ କଲେ ଓ ତହିଁରୁ ଜଳ ନିର୍ଗତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।