Isaiah 48:22 — Compare Translations
5 translations compared side by side
Odia - 1840
"ମାତ୍ର ସଦାପ୍ରଭୁ କୁହନ୍ତି, ଦୁଷ୍ଟ ଲୋକମାନଙ୍କର ଶାନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ କୁହନ୍ତି, “ଦୁଷ୍ଟ ଲୋକମାନଙ୍କର ଶାନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”