Isaiah 48:3 — Compare Translations
5 translations compared side by side
Odia - 1840
"ପୂର୍ବକାଳ ରେ ଯାହା ଘଟିଲା ଆମ୍ଭେ ତାହା ବହୁ ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ। ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ। ଆମ୍ଭେ ତାହା କଲୁ ଓ ଅକସ୍ମାତ ତାହାସବୁ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ପୂର୍ବ କାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ସେସବୁ ଘଟିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ପୂର୍ବକାଳରେ ଯାହା ଘଟିଲା ଆମ୍ଭେ ତାହା ବହୁ ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ। ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ। ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ତାହା ସବୁ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ପୂର୍ବକାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ସେହି ସବୁ ଘଟିଲା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ପୂର୍ବ କାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ସେହି ସବୁ ଘଟିଲା।