Isaiah 48:4 — Compare Translations

5 translations compared side by side

Odia - 1840
"କାରଣ ମୁଁ ଜାଣେ ତୁମ୍ଭେ ଅବାଧ୍ଯ; ମାରେ ବାକ୍ଯ ତୁମ୍ଭେ ବିଶ୍ବାସ କରିବାକୁ ଅସମ୍ମତ। ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ବରୂପ ବୋଲି ଆମ୍ଭେ ଜାଣିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ଵରୂପ ବୋଲି ଆମ୍ଭେ ଜାଣିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମୁଁ ଜାଣେ ତୁମ୍ଭେ ଅବାଧ୍ୟ; ମୋର ବାକ୍ୟ ତୁମ୍ଭେ ବିଶ୍ୱାସ କରିବାକୁ ଅସମ୍ମତ। ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।