Isaiah 48:5 — Compare Translations

5 translations compared side by side

Odia - 1840
"ତେଣୁ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ଘଟିବ ବୋଲି ପ୍ରକାଶ କଲୁ; ତାହା ଘଟିବା ପୂର୍ବରୁ ତୁମ୍ଭକୁ ଜଣାଇଲୁ। ତାହା ନ ହେଲେ ତୁମ୍ଭେ କହିଥାନ୍ତ, ଆମ୍ଭର ଦବେତା ଏହା କରିଅଛନ୍ତି,' ପୁଣି କହିଥାନ୍ତ 'ଆମ୍ଭର ଖାଦେିତ ଓ ଛାଞ୍ଚ ରେ ଢ଼ଳା ପ୍ରତିମା ଏହା ଆଜ୍ଞା କରିଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭେ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ଘଟିବ ବୋଲି ପ୍ରକାଶ କଲୁ; ତାହା ଘଟିବା ପୂର୍ବରୁ ତୁମ୍ଭକୁ ଜଣାଇଲୁ। ତାହା ନ ହେଲେ ତୁମ୍ଭେ କହିଥା’ନ୍ତ, ‘ଆମ୍ଭର ଦେବତା ଏହା କରିଅଛନ୍ତି,’ ପୁଣି କହିଥା’ନ୍ତ ‘ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେ ପ୍ରାଚୀନ କାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, “ଆମ୍ଭର ଦେବତା ଏହା କରିଅଛି,” “ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।”