Isaiah 48:6 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଶୁଣିଅଛ, ଏବଂ ବର୍ତ୍ତମାନ ତୁମ୍ଭେ ଦେଖ! ତୁମ୍ଭମାନେେ କ'ଣ ତାହା ପ୍ରକାଶ କରିବ ନାହିଁ? ବର୍ତ୍ତମାନ ତୁମ୍ଭକୁ ଆମ୍ଭେ ବଡ଼ ଗୁରୁତ୍ବର କିଛି ତୁମ୍ଭକୁ ଦଖାଇଦେବେୁ, ଯାହାକି ତୁମ୍ଭର ଅଜ୍ଞାତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲକୁ ପବିତ୍ର କରିବାକୁ ପରମେଶ୍ୱର ଦଣ୍ଡ ଦିଅନ୍ତି “ତୁମ୍ଭେମାନେ ଶୁଣିଅଛ, ଏବଂ ବର୍ତ୍ତମାନ ତୁମ୍ଭେ ଦେଖ! ତୁମ୍ଭେମାନେ କ’ଣ ତାହା ପ୍ରକାଶ କରିବ ନାହିଁ? ବର୍ତ୍ତମାନ ତୁମ୍ଭକୁ ଆମ୍ଭେ ବଡ଼ ଗୁରୁତ୍ୱର କିଛି ତୁମ୍ଭକୁ ଦେଖାଇଦେବୁ, ଯାହାକି ତୁମ୍ଭର ଅଜ୍ଞାତ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍‍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍‍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ।