Isaiah 48:7 — Compare Translations
5 translations compared side by side
Odia - 1840
"ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସେସବୁ ସୃଷ୍ଟ ହେଲା। ଆଜି ଦିନର ପୂର୍ବରୁ ତୁମ୍ଭେ ସେସବୁ ଶୁଣି ନ ଥିଲ। ନଚେତ୍ ତୁମ୍ଭେ ଜାଣିଥିଲ ବୋଲି କହିଥାନ୍ତ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସେସବୁ ସୃଷ୍ଟ ହେଲା। ଆଜି ଦିନର ପୂର୍ବରୁ ତୁମ୍ଭେ ସେସବୁ ଶୁଣି ନ ଥିଲ। ‘ନଚେତ୍ ତୁମ୍ଭେ ଜାଣିଥିଲ ବୋଲି କହିଥା’ନ୍ତ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସବୁ ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।
Odia IRV 2017 (ଓଡିଆ ବାଇବେଲ)
ସେହି ସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, “ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।”