Isaiah 48:8 — Compare Translations
5 translations compared side by side
Odia - 1840
"ବାସ୍ତବିକ ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ବହୁକାଳରୁ ତୁମ୍ଭର କାନ ମୁଦ୍ରିତ ଥଲା; କାରଣ ତୁମ୍ଭେ ଅତି ବିଶ୍ବାସଘାତ କରିଥିଲ; ଜନ୍ମରୁ ତୁମ୍ଭେ ଅଧର୍ମାଚାରୀ ବୋଲି ଖ୍ଯାତ ହାଇେଥିଲ; ଆମ୍ଭେ ଜାଣିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ଵାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ବାସ୍ତବିକ ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ବହୁକାଳରୁ ତୁମ୍ଭର କାନ ମୁଦ୍ରିତ ଥିଲା; କାରଣ ତୁମ୍ଭେ ଅତି ବିଶ୍ୱାସଘାତ କରିଥିଲ; ଜନ୍ମରୁ ତୁମ୍ଭେ ଅଧର୍ମାଗ୍ଭରୀ ବୋଲି ଖ୍ୟାତ ହୋଇଥିଲ; ଆମ୍ଭେ ଜାଣିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।
Odia IRV 2017 (ଓଡିଆ ବାଇବେଲ)
ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।